ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଯୋଗଦେଲେ ମଧୁସୂଦନ ପାଢ଼ୀ

Advertisment
ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଯୋଗଦେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର : ଆଜି ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ସ୍ୱାଗତ କରିବା ସହିତ ପୂର୍ବତନ ପ୍ରମୁଖ ସଚିବ ସି.ଜେ. ବେଣୁଗୋପାଳଙ୍କୁ ବିଦାୟ ସମ୍ବର୍ଧନା ଦିଆଯାଇଛି। ଏଥିପାଇଁ ରାଜଭବନର ଅଭିଷେକ କକ୍ଷରେ ଅନୁଷ୍ଠିତ ସଭାରେ ଯୋଗଦେଇ ରାଜ୍ୟପାଳ ଗଣେଶୀ ଲାଲ୍‌ ଉଭୟ ପ୍ରମୁଖ ସଚିବଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଧିତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe