ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

Advertisment
ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ବୁଧବାର‌ ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସଂପାଦନ କରିବେ। ବୁଧବାର ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏଣୁ ଏହିସମୟରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe