ପ୍ରାର୍ଥୀପତ୍ର ଦାଖଲ କଲେ କୋଟିଆର ସର୍ବଦଳୀୟ ଜିଲ୍ଲା ପରିଷଦ ପ୍ରାର୍ଥୀ ମମତା ଜାନୀ

Advertisment
ପ୍ରାର୍ଥୀପତ୍ର ଦାଖଲ କଲେ କୋଟିଆର ସର୍ବଦଳୀୟ ଜିଲ୍ଲା ପରିଷଦ ପ୍ରାର୍ଥୀ ମମତା ଜାନୀ

କୋରାପୁଟ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ। କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀ ଓ ନେତାଙ୍କ ଭିଡ ଜମୁଛି । ଏସବୁ ଭିତରେ କୋଟିଆର ଜିଲ୍ଲା ପରିଷଦ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଜୋର ଧରିଛି।

ସର୍ବଦଳୀୟ କମିଟିର ନିଷ୍ପତ୍ତି ଅନୁସାରେ କୋଟିଆର ଜିଲ୍ଲା ପରିଷଦ ପ୍ରାର୍ଥୀ ହୋଇଛନ୍ତି ମମତା ଜାନୀ। ଆଜି ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସାଙ୍ଗରେ ଥିଲେ ସର୍ବଦଳୀୟ ନେତା ପଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ ଓ କୋରାପୁଟ ବିଧାୟକ ରଘୁରାମ ପୋଡାଲ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe