ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ କରୋନା

Advertisment
ଜୟପୁର ଓ ଉତ୍‌କେଲାକୁ ବିମାନ ସେବା ବିଳମ୍ବିତ: ରାଜ୍ୟସଭାରେ ଉଦ୍‌ବେଗ ପ୍ରକାଶ କଲେ ମାନସ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ଶ୍ରୀ ମଙ୍ଗରାଜ ଟୁଇଟ୍ କରି ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ମୋର କୋଭିଡ୍‌ ଟେଷ୍ଟ ‌ରିପୋର୍ଟ ପଜିଟିଭ୍ ଆସିଛି। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛି। ନିକଟ ଅତୀତରେ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ନିଜର କୋଭିଡ୍‌ ଟେଷ୍ଟ କରାଇ ନିଅନ୍ତୁ। ଆରୋଗ୍ୟ କାମନା କରିଥିବା ସହୃଦୟ ବ୍ୟକ୍ତିବିଶେଷଙ୍କୁ ସେ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe