ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶ୍ରୀ ମଙ୍ଗରାଜଙ୍କ ମନୋନୟନ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି। ମନ୍ତ୍ରଣାଳୟର ନୀତି ନିର୍ଦ୍ଧାରଣରେ ପରାମର୍ଶଦାତା କମିଟି ଗୁରୁତ୍ବପୂର୍ଣ୍ଣ ଭୂମିକା ନିଏ।

ସମ୍ବନ୍ଧିତ ଖବର