ଭୁବନେଶ୍ବର : ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷର ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଗତକାଲି ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି।
ସୂଚନାଯୋଗ୍ୟ ଯେ ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷ ଦେଶରେ ସାମୁଦ୍ରିକ ଉତ୍ପାଦ ଭିତ୍ତିକ ଶିଳ୍ପକୁ ପ୍ରୋତ୍ସାହନ ଦେବା ସହ ଦେଶରୁ ସାମୁଦ୍ରିକ ଉତ୍ପାଦର ରପ୍ତାନୀ ବ୍ୟବସ୍ଥା ତଦାରଖ କରେ। ଏହି ସଂସ୍ଥାକୁ ଦୁଇ ଜଣ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ନିର୍ବାଚିତ ହେବାର ବ୍ୟବସ୍ଥା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/11/manas-mangaraj.jpg)