ଭୁବନେଶ୍ବର : ରାଜ୍ୟସଭା ପାଇଁ ବିଜେଡି ପ୍ରାର୍ଥୀ ଭାବେ ମାନସ ମଙ୍ଗରାଜଙ୍କ ନାମ ଘୋଷଣା ହେବା ପରେ ସେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରହଣ କରିଛନ୍ତି। ଏହା ପରେ ତାଙ୍କୁ ଦାୟିତ୍ବରୁ ଅବ୍ୟାହତି ଦିଆଯାଇଛି। ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ଆଜି ଏନେଇ ବିବୃତି ଜାରି ହୋଇଛି।
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ପଦରୁ ଇସ୍ତଫା ଦେଲେ ମାନସ
/sambad/media/post_attachments/wp-content/uploads/2022/05/manas-mangaraj.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)