ମାଲକାନଗିରି ସୀମାନ୍ତରେ ଗୁଳିବିନିମୟ: ଜଣେ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତରେ ପୁଲିସ-ମାଓବାଦୀ ଗୁଳିବିନିମୟ ହୋଇଥିବାର ଖବର ମିଳିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ସୁକୁମା ଜିଲ୍ଲା ବୁର୍କାଲଂକା ଜଂଗଲରେ ପୁଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ଡିଆରଜି ଯବାନମାନେ ମାଓବାଦୀମାନଙ୍କୁ କଡ଼ା ଜବାବ ଦେଇଥିଲେ। ଘଟଣାସ୍ଥଳରୁ ଜଣେ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି।

ସମ୍ବନ୍ଧିତ ଖବର