ପୁଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ

ପୁଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀ ବର୍ବର କାଣ୍ଡ ଭିଆଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହ କରି ଜଣକୁ ହତ୍ୟା କରିଛନ୍ତି ମାଓବାଦୀ। ମାଓବାଦୀ ହତ୍ୟା କରିବା ପରେ ମୃତଦେହକୁ ଗଙ୍ଗଲୁର ଗାଁ ନିକଟରେ ଛାଡି ଯାଇଛନ୍ତି। ଏନେଇ ବିଜାପୁର କମଳଲୋଚନ କାଶ୍ୟପ ସୂଚନା ଦେଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe