ଗଞ୍ଜେଇ ଜବତ,୩ ଗିରଫ

ନୂଆପଡ଼ା ଜିଲ୍ଲା କୋମନା ଥାନା ଅର୍ନ୍ତଗତ ଜଡ଼ାମୁଣ୍ଡା ବସ୍‌ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚୋରା ଚାଲାଣ ବେଳେ କୋମନା ପୁଲିସ ଦ୍ଵାରା ୩୭ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ବିଶେଷ ସୂତ୍ରରୁ ସୂଚନା ପାଇ ଜଡ଼ାମୁଣ୍ଡା ବସ୍‌ଷ୍ଟାଣ୍ଡରେ କୋମନା ପୁଲିସ ଚଢ଼ଉ କରିଥିଲା...

Marijuana seized, 3 arrested

Marijuana seized, 3 arrested Photograph: (sambad.in)

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ଥାନା ଅର୍ନ୍ତଗତ ଜଡ଼ାମୁଣ୍ଡା ବସ୍‌ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚୋରା ଚାଲାଣ ବେଳେ କୋମନା ପୁଲିସ ଦ୍ଵାରା ୩୭ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ବିଶେଷ ସୂତ୍ରରୁ ସୂଚନା ପାଇ ଜଡ଼ାମୁଣ୍ଡା ବସ୍‌ଷ୍ଟାଣ୍ଡରେ କୋମନା ପୁଲିସ ଚଢ଼ଉ କରିଥିଲା।

ସେଠାରୁ ୩୭ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ପଣ୍ଡରାପଥର ଗାଁର କିଶୋର ରାଉତ,ଦୁହେଲପଡ଼ା ଗାଁର ଅଚୁତ୍ୟ ନାଏକ ଓ ମଧ୍ୟ ପ୍ରଦେଶର ଅମିତ୍ କୁମାରକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ପୁଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Nuapada | Crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe