୧୮ରେ ଖୋଲିବ ସ୍କୁଲ୍, ପ୍ରଥମ ଦିନରୁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବାକୁ ନିର୍ଦ୍ଦେଶ

Advertisment
ପିଏମ ପୋଷଣ ଯୋଜନା: ଦ୍ବିତୀୟ କିସ୍ତିରେ ମିଳିଲା ୨୮୩.୭୮ କୋଟି

The News Minute

ଭୁବନେଶ୍ବର: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି।  ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ  ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe