ଶ୍ରୀମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ରବିବାର ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି।

ମନ୍ଦିର ବେଢ଼ାର ବିଭିନ୍ନ ସ୍ଥାନ ପରିଦର୍ଶନ କରି ସେ କହିଲେ କି, ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ଫନି’ ଯୋଗୁଁ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ପୁରୀ ସହର ଓ ଶ୍ରୀମନ୍ଦିର ଅଂଶବିଶେଷକୁ କେନ୍ଦ୍ର ଓ ରାଜ୍ୟ ସରକାର ସମନ୍ଵୟ ରକ୍ଷାକରି ସଜାଡ଼ିବେ।

ସମସ୍ତ କାର୍ଯ୍ୟ ରଥଯାତ୍ରା ପୂର୍ବରୁ ଶେଷ କରିବା ନିମନ୍ତେ ଯୁଦ୍ଧକାଳୀନ ଭିତ୍ତିରେ ଅଭିଯାନ ଚାଲିବ।

ସମ୍ବନ୍ଧିତ ଖବର