କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲର ଜଣେ ୬ ବର୍ଷୀୟା ଛାତ୍ରୀ ସେହି ସ୍କୁଲର ହଷ୍ଟେଲରେ କାର୍ଯ୍ୟ କରୁଥିବା ଜଣେ ବୃଦ୍ଧ ରୋଷେୟା ଅସଦାଚରଣ କରିଛନ୍ତି।
ଏନେଇ ହରିଚନ୍ଦନପୁର ଥାନାରେ ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ରୋଷେୟାକୁ ଗିରଫ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/arrest-1.jpg)