ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ରୋଷେୟା ଗିରଫ

କ୍ୟାପିଟାଲ କ୍ରାଇମ: ଦେଢ଼ ଟନ୍ ବିଦ୍ୟୁତ୍‌ ତାର ଜବତ, ୨ ଗିରଫ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲର ଜଣେ ୬ ବର୍ଷୀୟା ଛାତ୍ରୀ ସେହି ସ୍କୁଲର ହଷ୍ଟେଲରେ କାର୍ଯ୍ୟ କରୁଥିବା ଜଣେ ‌ବୃଦ୍ଧ ରୋଷେୟା ଅସଦାଚରଣ କରିଛନ୍ତି।

ଏନେଇ ହରିଚନ୍ଦନପୁର ଥାନାରେ ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ରୋଷେୟାକୁ ଗିରଫ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe