ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

Advertisment
ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି ଛାଡ଼ି ବିଜେପିରେ ମିଶିବାକୁ ଚାହୁଁଛନ୍ତି। ଅନେକ ନେତା ଲାଇନରେ ଅଛନ୍ତି। ଯେଉଁ ନେତାମାନଙ୍କୁ ବିଜେଡି ସେଠି ଅଣଦେଖା କରିଛି, ସେହିଭଳି କିଛି ନେତୃବୃନ୍ଦ ଖୁବ୍ ଶୀଘ୍ର ବିଜେଡି ଛାଡ଼ି ବିଜେପିରେ ଯୋଗ ଦେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe