ଅନୁଗୁଳ : ପାଳଲହଡ଼ା ବିଧାୟକ ମୁକେଶ ପାଳଙ୍କ ବିବାହ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ଅନୁଗୁଳ ସହରର ଏକ ହୋଟେଲରେ ସେ ବଣିଆବାହାଳ ବାସିନ୍ଦା ଅଭିଲିସାଙ୍କୁ ବୈଦିକ ରୀତିରେ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ବହୁ ଜନପ୍ରତିନିଧି, ରାଜନେତା ଯୋଗ ଦେଇଥିଲେ। ଆସନ୍ତା ରବିବାର ତାଙ୍କ ବିବାହ ଭୋଜି ରହିଛି।
ବାହା ହେଲେ ପାଲଲହଡ଼ା ବିଧାୟକ
/sambad/media/post_attachments/wp-content/uploads/2023/05/mla-wedding.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)