ଆଜି ମୋଦୀ-ନବୀନ ସାକ୍ଷାତ

Advertisment
ଆଜି ମୋଦୀ-ନବୀନ ସାକ୍ଷାତ

News Nation English

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ପୂର୍ବାହ୍ନରେ ନୂଆଦିଲ୍ଲୀ ଗସ୍ତ କରିବେ। ଆଜି ଅପରାହ୍ନ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତେବେ ନିର୍ଦ୍ଦିଷ୍ଟ କେଉଁ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହେବ, ତାହା ସ୍ପଷ୍ଟ ହୋଇ ନାହିଁ। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe