ଓଡ଼ିଶା ଆସିବେ ମୋଦୀ: କେନ୍ଦ୍ରାପଡା ଲୋକସଭା-ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ

Advertisment
ଓଡ଼ିଶା ଆସିବେ ମୋଦୀ: କେନ୍ଦ୍ରାପଡା ଲୋକସଭା-ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ

ନିଶ୍ଚିନ୍ତକୋଇଲି: ନିର୍ବାଚନୀ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡା ଆସିବେ। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତକୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି।

ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe