ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡଦାଣ୍ଡରେ ମେଗା ରୋଡ୍ ସୋ’’ କରିଛନ୍ତି । ତାଙ୍କ ସହ ଅଛନ୍ତି ମନମୋହନ ସାମଲ ଓ ପୁରୀ ଲୋକସଭା ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ରହିଛନ୍ତି ।
ରୋଡ ସୋ’’ ସମୟରେ ବଡ ଦାଣ୍ଡରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ଏହାସହ ମୋଦୀଙ୍କୁ ଦେଖିବା ପାଇଁ ରାସ୍ତା କଡ ଓ ପ୍ରତି ଘରର ଛାତ ଉପରେ ମଧ୍ୟ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। ମୋଦୀଙ୍କ ରୋଡ ଶୋ’ ପାଇଁ ବଡଦାଣ୍ଡ ସହ ପୁରା ପୁରୀ ସହରକୁ କଡା ସୁରକ୍ଷା ବଳୟ ଭିତରେ ରଖାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/05/37cd313a-0aea-4526-a609-008e6a291fda.jpg)