ଜୁନ୍ ୧୨ ବଦଳରେ ଜୁନ୍ ୨୦ରେ ମୋହନ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ: ସୂଚନା ଜାରି

ଆସନ୍ତା ଜୁନ୍ ୧୨ ତାରିଖ ବଦଳରେ ଜୁନ୍ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି....

Mohan govt's anniversary  celebration on June 20 instead of June 12

Mohan govt's anniversary celebration on June 20 instead of June 12 Photograph: (sambad.in)

ଭୁବନେଶ୍ବର: ଆସନ୍ତା ଜୁନ୍ ୧୨ ତାରିଖ ବଦଳରେ ଜୁନ୍ ୨୦ ତାରିଖରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ୬୦ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି।

ରାଜ୍ୟସ୍ତରୀୟ ଏହି ଉତ୍ସବ ପାଳନ ପାଇଁ ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

BJP | CM Mohan Charan Majhi 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe