ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ଆଉ ୩ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଯାଜପୁର ସମେତ କନ୍ଧମାଳ ଏବଂ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏନେଇ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯାଜପୁର କଲେଜ ପାଇଁ ଏନଏମସିଠୁ ୫୦ ସିଟର ଅନୁମତି ଅଛି। ତା ସହିତ ଅନ୍ୟ ୨ଟି ମେଡିକାଲ କଲେଜ ପାଇଁ ଆବେଦନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/07/449967693_950480860423096_2166122180070812833_n-750x430-1.jpg)