ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

Advertisment
ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ଆଉ ୩ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଯାଜପୁର ସମେତ କନ୍ଧମାଳ ଏବଂ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏନେଇ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯାଜପୁର କଲେଜ ପାଇଁ ଏନଏମସିଠୁ ୫୦  ସିଟର ଅନୁମତି ଅଛି। ତା ସହିତ ଅନ୍ୟ ୨ଟି ମେଡିକାଲ କଲେଜ ପାଇଁ ଆବେଦନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe