ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ମା ଓ ପୁଅଙ୍କର ଜୀବନ

Advertisment
ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ

କୋରାପୁଟ: କୋରାପୁଟ ଜିଲ୍ଲାର ଜୟନ୍ତିଗିରି ତଳଗୁଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା ଓ ପୁଅଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ଶାଶୂ ଗୁରୁତର ହୋଇଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe