ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତ ଷଡ଼ଙ୍ଗୀ

Advertisment
ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତ ଷଡ଼ଙ୍ଗୀ

Tweeter

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ଭୁବନେଶ୍ୱରର ଉନ୍ନତି ପାଇଁ ନବୀନଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ନିଜର ପ୍ରତିକ୍ରିୟାରେ ସାଂସଦ ଅପରାଜିତା କହିଛନ୍ତି, ସାକ୍ଷାତକାର ସୌଜନ୍ୟମୂଳକ ଥିଲା। ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଯାହା ଆବଶ୍ୟକ ପଡ଼ିବ କରିବି ବୋଲି ସେ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe