ସାଂସଦ ରବୀନ୍ଦ୍ର ଜେନା ଅସୁସ୍ଥ

0

ବାଲେଶ୍ୱର : ଆଜି ବାଲେଶ୍ୱର ସାଂସଦ ରବୀନ୍ଦ୍ର କୁମାର ଜେନା ହଠାତ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ସେ ବିପଦମୁକ୍ତ ଓ ସୁସ୍ଥ ଥିବା ଡାକ୍ତର ସୂଚନା ଦେଇଛନ୍ତି। ଗତ ରାତିରେ ସାଂସଦ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତୁରନ୍ତ ତାଙ୍କୁ ଭୁବନେଶ୍ୱର ନିଆ ଯାଇଥିଲା।

ସମ୍ବନ୍ଧିତ ଖବର

Leave A Reply

Your email address will not be published.