Advertisment

ସାଂସଦ ରାମଚନ୍ଦ୍ର ହାଂସଦା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

Advertisment
ସାଂସଦ ରାମଚନ୍ଦ୍ର ହାଂସଦା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ମୟୁରଭଞ୍ଜ ସାଂସଦ ରାମଚନ୍ଦ୍ର ହାଂସଦା ରବିବାର ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ ହାଂସଦାଙ୍କ ସ୍ପାଇନାଲ କଡ଼ରେ ସମସ୍ୟା ଥିବାରୁ ସେ ଅସୁୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ନବଦିଗନ୍ତ ଚିଟ୍‌ଫଣ୍ଡ ମାମଲାରେ ହାଂସଦା ଜେଲ ଯାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe