ତରଭା: ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଗତକାଲି ରାତିରେ ହତ୍ୟା କରାଯାଇଛି,। ରାତିରେ ଶୋଇଥିବା ବେଳେ ତରଭା ୱାର୍ଡ ନମ୍ବର ୧୦ର କାଉନସିଲର ନଳିନୀ ନାଏକଙ୍କ ସ୍ବାମୀ ସଂଜୀବ ଗୁରୁ (ରାଜା)ଙ୍କୁ ଗତ ରାତିରେ ତାଙ୍କ କ୍ୱାର୍ଟରରେ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ଏହି ଘଟଣା ତରଭାରେ ଚାଞ୍ଚଲ୍ୟ ଖେଳାଇଦେଇଛି।
ସାଇଣ୍ଟିଫିକ ଟିମ୍ ଆସି ତଦନ୍ତ ଜାରି ରଖିଥିବା ବେଳେ ସନ୍ଦେହରେ ପୁଲିସ ଚାରି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ତରଭାରେ ଚାଞ୍ଚଲ୍ୟ: କାଉନସିଲରଙ୍କ ସ୍ୱାମୀଙ୍କୁ ହତ୍ୟା
/sambad/media/post_attachments/wp-content/uploads/2022/05/6eb3f53a-b366-4306-bb93-fdccbd7a79e6-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)