ନାରାୟଣ ଜେନା କଂଗ୍ରେସରୁ ବହିଷ୍କୃତ

Advertisment
ନାରାୟଣ ଜେନା କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ନାରାୟଣ ଜେନାଙ୍କୁ କଂଗ୍ରେସ ଦଳରୁ ବହିଷ୍କାର କରାଯାଇଛି। ଶୁକ୍ରବାର ସନ୍ଧ୍ୟାରେ ବସିଥିବା ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି। ନାରାୟଣ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବାରୁ ତାଙ୍କ ପ୍ରତି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା

ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏହି ସୂଚନା ଦେଇଛନ୍ତି। କଂଗ୍ରେସରୁ ମହମ୍ମଦ ମୋକିମ ଓ ଚିରଞ୍ଜିବୀ ବିଶ୍ବାଳଙ୍କୁ ନିଲମ୍ବନ ପରେ ନାରାୟଣ କ୍ଷୋଭ ପ୍ରକାଶ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe