ଛତ୍ରପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁରର ପୂର୍ବତନ ବିଧାୟକ ତଥା କମ୍ୟୁନିଷ୍ଟ ପାର୍ଟିର ରାଜ୍ୟ ସଂପାଦକମଣ୍ଡଳୀ ନେତା ଏନ୍.ନାରାୟଣ ରେଡ୍ଡୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ପ୍ରାୟ ୯ ଦିନ ତଳେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗୁରୁତର ଅବସ୍ଥାରେ ସେ ଭୁବନେଶ୍ବରସ୍ଥିତ ସମ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ଚିିକିତ୍ସା ଜାରି ରହିଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ଶ୍ରୀ ରେଡ୍ଡୀ କହିଛନ୍ତି। ଛତ୍ରପୁର ନିର୍ବାଚନମଣ୍ତଳୀ ଜନସାଧାରଣ ତାଙ୍କର ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।
ନାରାୟଣ ରେଡ୍ଡୀ କରୋନା ସଂକ୍ରମିତ
/sambad/media/post_attachments/wp-content/uploads/2021/04/narayan-raddy.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)