ଭୁବନେଶ୍ବର : ବ୍ରଜରାଜନଗର ଉପ-ନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା। ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ। ଏହି ବିଜୟ ଆମର ସେବା ସଂକଳ୍ପକୁ ଆହୁରି ଦୃଢ଼ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
/sambad/media/post_attachments/wp-content/uploads/2022/06/nv.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)