Naveen congratulated the people of the state on the occasion of Republic Day
ଭୁବନେଶ୍ବର: ୭୬ ସାଧାରଣତନ୍ତ୍ର ଦିବସ ଅବସରରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତ ଏକ ମହାନ ଦେଶ। ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ସ୍ୱାଧୀନତା ସଂଗ୍ରାମ ବିଶ୍ୱକୁ ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଇଛି।
ବହୁଭାଷା ଓ ଜାତିକୁ ନେଇ ଗଠିତ ଏକ ସୂତ୍ରରେ ବାନ୍ଧି ରଖିବାରେ ସମ୍ବିଧାନ ସଫଳ ହୋଇଛି। ସୋସିଆଲ ଜଷ୍ଟିସ ଦିଗରେ ଆଉ ଅନେକ କରିବାର ଅଛି। ଏକ ଦଶନ୍ଧିରେ ରାଜ୍ୟର ବହୁ ଉନ୍ନତି ହୋଇଛି।
ଅଧିକ ପଢ଼ନ୍ତୁ: ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଡକାୟତି: ଘଣ୍ଟାଏ ଧରି ଘରେ ଲୁଟ୍ କଲେ
ଅଧିକ ପଢ଼ନ୍ତୁ: ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ
Follow Us