ନୂଆଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରିଲେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ୬ ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଆଜି ଅପରାହ୍ନରେ ଭୁବନେଶ୍ୱର ଫେରିଆସିଛନ୍ତି। ଦିଲ୍ଲୀ ରହଣି ସମୟରେ ସେ ରାଷ୍ଟ୍ରପତି ଭବନରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀର ପ୍ରସ୍ତୁତି ବୈଠକରେ ଯୋଗ ଦେଇଥିଲେ। ଏହାବାଦ୍‌ ଅନ୍ୟ କୌଣସି ସରକାରୀ କାର୍ଯ୍ୟକ୍ରମରେ ସେଠାରେ ରହି ନ ଥିଲା।

ସମ୍ବନ୍ଧିତ ଖବର