ଭୁବନେଶ୍ବର: ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରେ ଅନ୍ୟ ନବ ନିର୍ବାଚିତ ବିଧାୟକମାନେ ବିଧାନସଭାରେ ଶପଥ ନେଉଛନ୍ତି । କାମଚଳା ବାଚସ୍ପତି ଅମର ଶତପଥୀ ଶପଥ ପାଠ କରାଉଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ଆଗାମୀ ୧ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।
ଶପଥ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅନ୍ୟ ନବ ନିର୍ବାଚିତ ବିଧାୟକମାନଙ୍କ ଶପଥ ପାଠ ଜାରି
/sambad/media/post_attachments/wp-content/uploads/2019/05/Screen-Shot-2019-05-30-at-11.03.39-AM-750x430.png)