ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ

Advertisment
ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଛଅଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଆଜି ଭୁବନେଶ୍ୱର ଫେରିଛନ୍ତି। ଏହି ଗସ୍ତ ସମୟରେ ସେ ଦୁଇ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରି ଓ ପୀୟୂଷ ଗୋଏଲ୍‌ଙ୍କୁ ଭେଟି ରାଜ୍ୟର ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ। ଭୁବନେଶ୍ୱର ଫେରିଲା ପରେ ବିଜେପୁର ପ୍ରସଙ୍ଗରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ମୁଁ ବିଜେପୁର ଯିବି। ଦଳର ବରିଷ୍ଠ ନେତାମାନେ ବସି ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe