ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ ଆଜି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବେ। ୨ ତାରିଖରେ ରାଷ୍ଟ୍ରପତି ଭବନରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ହେବାକୁ ଥିବା ପ୍ରସ୍ତୁତି କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ତାଙ୍କର ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ଜଣାପଡ଼ି ନାହିଁ। ୪ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର