ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

Advertisment
ଆକଳନ କଲେ ଭୃଗୁ ଜ୍ୟୋତିଷ ଶ୍ରୀଧର ଆଚାର୍ଯ୍ୟ : ସରକାର ପ୍ରତି ବିପଦ ନାହିଁ

ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତାକାଲି ଛୁଟି ଦିନ ଥିଲେ ବି ପୂର୍ବାହ୍ନ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଆସି ଜରୁରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧୨ଟା ୪୦ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଗସ୍ତ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe