ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

The Indian Express

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ପ୍ରବଣ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସେ ଯୋଗ ଦେବେ। ଏଥିରେ ଓଡ଼ିଶା ସମେତ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମାଓବାଦୀ କାର୍ଯ୍ୟକଳାପକୁ ନିୟନ୍ତ୍ରିତ କରିବା ପାଇଁ ଏହି ବୈଠକ ବେଶ୍‌ ଗୁରୁତ୍ବ ବହନ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe