ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ଆଜି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ସେ ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟି ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର