ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ସନ୍ଧ୍ୟା ୬ଟାରେ ସେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ। କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସେ ସମୀକ୍ଷା କରିବେ। ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇ ନାହିଁ।
ଆଜି ଦିଲ୍ଲୀ ଯିବେ ନବୀନ
/sambad/media/post_attachments/wp-content/uploads/2023/04/Naveen.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)