ସୁରଟରେ କମ୍ୟୁନିଟି ସେଣ୍ଟର ପ୍ରତିଷ୍ଠା ପାଇଁ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ସୁରଟରେ କମ୍ୟୁନିଟି ସେଣ୍ଟର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କୁ ଚିଠି ଲେଖିଥିବା ଶନିବାର ଜଣାପଡ଼ିଛି। ପ୍ରାୟ ୭ ଲକ୍ଷ ପ୍ରବାସୀ ଓଡ଼ିଆଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନବୀନ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କୁ ଏକ ଏକର ଜମି ଯୋଗାଇବାକୁ ଚିଠି ଲେଖିଛନ୍ତି। ଜମି ପାଇଁ ନବୀନ ଗୁଜୁରାଟ ସରକାରଙ୍କୁ ନିବେଦନ କରିଛନ୍ତି।

ସମ୍ବନ୍ଧିତ ଖବର