ନବୀନଙ୍କ ପ୍ରତିଶ୍ରୁତି: ଜିଲ୍ଲା ମାନ୍ୟତା ପାଇବ ପଦ୍ମପୁର

Advertisment
୨ରେ ପଦ୍ମପୁର ଆସିବେ ମୁଖ୍ୟମନ୍ତ୍ରୀ

Oneindia Tamil

ଭୁବନେଶ୍ବର : ପଦ୍ମପୁର ଉପଖଣ୍ଡ ଜିଲ୍ଲାର ମାନ୍ୟତା ପାଇବ। ବୁଧବାର ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ବିଧାୟକ ସୁଶାନ୍ତ ସିଂଙ୍କ ସମେତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କମିଟି ସୂଚନା ଦେଇଛି।

ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀ ଆଲୋଚନା ପାଇଁ ଆମନ୍ତ୍ରଣ କରିଥିଲେ। ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଘୋଷଣା କରିବା ପାଇଁ ବିଜେଡି ପ୍ରତିଶ୍ରୁତିବଦ୍ଧ। ବିଜେଡିର ଉପନିର୍ବାଚନ ଇସ୍ତାହାରରେ ଏହାକୁ ପ୍ରକାଶ କରାଯିବ ବୋଲି ସେ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe