ଏନ୍‌ବିଏସ୍‌ ରାଜପୁତଙ୍କୁ ନୂଆ ନିଯୁକ୍ତି

Advertisment
୮ ଓଏଏସ୍‌ ଅଧିକାରୀଙ୍କ ବଦଳି

telegraphindia.com

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୯ ବ୍ୟାଚ୍‌ର ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଅଫିସର୍‌ ଏନ୍‌ବିଏସ୍‌ ରାଜପୁତଙ୍କୁ କେନ୍ଦ୍ରରେ ନୂଆ ନିଯୁକ୍ତି ମିଳିଛି। ତାଙ୍କୁ ପ୍ରଶାସନିକ ସଂସ୍କାର ଓ ସାଧାରଣ ଅଭିଯୋଗ ବିଭାଗର ଯୁଗ୍ମ ସଚିବ ଭାବେ ୫ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି। ନିଯୁକ୍ତି ସଂକ୍ରାନ୍ତୀୟ କ୍ୟାବିନେଟ୍‌ କମିଟି ଶ୍ରୀ ରାଜପୁତଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe