ଭୁବନେଶ୍ୱର : ଆଜି ବରିଷ୍ଠ ଆଇଏଏସ୍ ଅଫିସର ସୁରେନ୍ଦ୍ର କୁମାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତିି। ଏହା ପୂର୍ବରୁ ସେ ଅନୁସୂଚିତ ଜନଜାତି, ଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ ସହିତ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଥିଲେ।
ନୂଆ ମୁଖ୍ୟ ନିର୍ବାଚନ ଅଧିକାରୀ କାର୍ଯ୍ୟରେ ଯୋଗଦେଲେ
/sambad/media/post_attachments/wp-content/uploads/2018/02/SEC-State-Election-Commission-1.jpg)