୩ରେ ଶପଥ ନେବେ ନୂଆ ରାଜ୍ୟପାଳ

Advertisment

ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୫‌ରେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଜଭବନର ନୂଆ ଅଭିଷେକ ହଲ୍‌ରେ ବ୍ୟାପକ ପ୍ରସ୍ତୁତି ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ।

dddgdggd

ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୫‌ରେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଜଭବନର ନୂଆ ଅଭିଷେକ ହଲ୍‌ରେ ବ୍ୟାପକ ପ୍ରସ୍ତୁତି ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ। ଶ୍ରୀ କମ୍ଭମପତି ଆସନ୍ତାକାଲି ଓଡ଼ିଶା ଆସିବେ। ଅପରାହ୍ନ ୨ଟାରେ ଭୁବନେଶ୍ବର ବିମାନବନ୍ଦର‌ରେ ପହଞ୍ଚିବେ। ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜି ପ୍ରମୁଖ ସ୍ବାଗତ କରିବେ। ଏହାପରେ ସେ ପୁରୀ ଗସ୍ତରେ ଯାଇ ସେଠାରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ବୋଲି ରାଜଭବନ ସୂତ୍ରରୁ ଜାଣିବାକୁ ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe