ସୂଚନା କମିଶନର ଭାବେ ନିଯୁକ୍ତି ପାଇଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ୱର: ନୂଆ ସୂଚନା କମିଶନରଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର | ସୁଶାନ୍ତ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ସୂଚନା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି | ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି |

ସମ୍ବନ୍ଧିତ ଖବର