ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

Advertisment
ମହିଳା ସଶକ୍ତୀକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର: ନବୀନ

ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍,  ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe