କନ୍ଧମାଳଜିଲ୍ଲା ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ସକାଳୁ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ବରଗଡ଼ ଠାରୁ ବ୍ରହ୍ମପୁର ଯାଉଥିବା ବେଳେ କଳିଙ୍ଗା ଘାଟିର ଅନ୍ଧାରକୋଟ ପୂର୍ବରୁ ଏକ ବୁଲାଣିରେ ଦୁର୍ଘଟଣା ଘଟିଥିଲା। 

Advertisment
G Udayagiri
Bus overturn at Kalinga ghati on Friday morning. Photograph: (sambad.in)

ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ। ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ। ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପ୍‌ଡେଟ୍‌ କରୁଛୁ। ସଦ୍ୟତମ ବ୍ରେକିଂ ନ୍ୟୁଜ୍ ଏବଂ ଅପଡେଟ୍ ପାଇଁ sambad.in ସହିତ ଯୋଡ଼ି ରୁହନ୍ତୁ।