ଭୁବନେଶ୍ୱର: ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ | ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅଧ୍ୟକ୍ଷମାନଙ୍କ ଯୋଗୁଁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି।
ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2024/06/mohan-charan-majhi-keonjhar-667x430-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)