ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ

Advertisment
ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ | ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅଧ୍ୟକ୍ଷମାନଙ୍କ ଯୋଗୁଁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe