୩ ଡିଗ୍ରି ବଢ଼ିବ ରାତିର ତାପମାତ୍ରା

Advertisment

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମାତ୍ର ପରବର୍ତ୍ତୀ ସମୟରେ ଧୀରେ ଧୀରେ ୨ରୁ ୩ ଡିଗ୍ରି ବଢ଼ିବ। ମାର୍ଚ୍ଚ ୨ ତାରିଖ ବେଳକୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ଉପରକୁ ଚାଲିଯିବ।

temp

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମାତ୍ର ପରବର୍ତ୍ତୀ ସମୟରେ ଧୀରେ ଧୀରେ ୨ରୁ ୩ ଡିଗ୍ରି ବଢ଼ିବ। ମାର୍ଚ୍ଚ ୨ ତାରିଖ ବେଳକୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ଉପରକୁ ଚାଲିଯିବ।

୨୭ ଓ ୨୮ ତାରିଖରେ କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ଭଦ୍ରକ, ଗଞ୍ଜାମ, ଢେଙ୍କାନାଳ, ଯାଜପୁର, ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ସ୍ତରରେ ରହିଛି। ଘୁ.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରି ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୬.୮ ଡିଗ୍ରି ରେକର୍ଡ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe